Friday, October 23, 2026
29.9 C
Odisha

    ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ଘରେ ଭିଜିଲାନ୍ସ: ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୯ଟି ସ୍ଥାନରେ ଚଢଉ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆର ଆଣ୍ଡ ବିର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ଘର ସମେତ କଟକ, ଭୁବନେଶ୍ବର ଓ ଝାରସୁଗୁଡ଼ାର ୯ଟି ସ୍ଥାନରେ ଭିଜିଲାନ୍ସ ଚଢଉ। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୯ଟି ସ୍ଥାନରେ ଚଢଉ ଚାଲିଛି। ସୂଚନା ଅନୁଯାୟୀ, କଟକ ଜିଲ୍ଲା ତିଗିରିଆରେ ଥିବା ପୈତୃକ ଘର, ରାଜଧାନୀ ନୟାପଲ୍ଲୀର ଅର୍ପଣ ଆପାର୍ଟମେଣ୍ଟରେ ଥିବା ଦୁଇଟି ଫ୍ଲାଟ୍, ଖଣ୍ଡଗିରିର ଏକ ଆପାର୍ଟମେଣ୍ଟରେ ଥିବା ଦୁଇଟି ଫ୍ଲାଟ୍ ଏବଂ ଝାରସୁଗୁଡ଼ାର ଆଶିଆନା ଆପାର୍ଟମେଣ୍ଟରେ ଥିବା ତିନିଟି ଫ୍ଲାଟରେ ଚଢଉ କରୁଛି ଭିଜିଲାନ୍ସ ଟିମ୍। ଆଜି ଭୋର ୪ଟା ବେଳୁ ଭିଜିଲାନ୍ସ ପକ୍ଷରୁ ଚଢଉ ଆରମ୍ଭ ହୋଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.9 ° C
    29.9 °
    29.9 °
    43 %
    2.6kmh
    6 %
    Fri
    30 °
    Sat
    29 °
    Sun
    28 °
    Mon
    28 °
    Tue
    29 °

    ସମ୍ବନ୍ଧିତ