Wednesday, September 16, 2026
31.5 C
Odisha

    ଭିଜିଲାନ୍ସ ଜାଲରେ ଇଡକୋ ଜୁନିଅର ମ୍ୟାନେଜର, ଏକକାଳୀନ ୬ଟି ସ୍ଥାନରେ ଚଢ଼ଉ ଜାରି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଆଜି ସକାଳୁ ଇଡକୋ ଜୁନିଅର ମ୍ୟାନେଜର (ସିଭିଲ୍) ବିଜୟ କୁମାର ଉଦୟସିଂହଙ୍କ ଘରେ ଚଢ଼ଉ ଚାଲିଛି। ଭିଜିଲାନ୍ସ୍ ଟିମ୍ ଭୁବନେଶ୍ୱର, ଖୋର୍ଦ୍ଧା ଓ ପୁରୀର ୬ଟି ସ୍ଥାନରେ ଏକକାଳୀନ ଚଢ଼ଉ କରୁଛି। ୮ ଡିଏସପି, ୮ ଜଣ ଇନ୍ସପେକ୍ଟର ଏବଂ ଅନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଓଡ଼ିଶା ଭିଜିଲେନ୍ସ ଦ୍ୱାରା ଏକକାଳୀନ ଏହି ଚଢ଼ଉ କରାଯାଉଛି। ଜୁନିଅର ମ୍ୟାନେଜର (ସିଭିଲ୍) ବିଜୟ କୁମାର ଉଦୟସିଂହଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ଥିଲା। ଏହାରକୁ ନେଇ ରାଜ୍ୟ ସରକାରଙ୍କ ଭିଜିଲାନ୍ସ ବିଭାଗ ଖୋଳତାଡ଼ କରୁଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    31.5 ° C
    31.5 °
    31.5 °
    61 %
    2.2kmh
    39 %
    Wed
    31 °
    Thu
    31 °
    Fri
    30 °
    Sat
    31 °
    Sun
    30 °

    ସମ୍ବନ୍ଧିତ