Sunday, October 4, 2026
29.6 C
Odisha

    ଓମଫେଡର ପରିଚାଳନା ନିର୍ଦ୍ଦେଶକ ହେଲେ ବିଜୟ ଅମୃତ କୁଲାଙ୍ଗେ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆଇଏଏସ୍ ବିଜୟ ଅମୃତ କୁଲାଙ୍ଗେଙ୍କୁ ନୂଆ ଦାୟିତ୍ୱ ମିଳିଛି। ଓମଫେଡର ପରିଚାଳନା ନିର୍ଦ୍ଦେଶକ ଭାବେ ବିଜୟ ଅମୃତ କୁଲାଙ୍ଗେଙ୍କୁ ଅବସ୍ଥାପିତ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ତାଙ୍କର ନୂଆ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ସେ ବିଏମସି କମିସନର ଦାୟିତ୍ୱରେ ଥିଲେ। କିଛି ଦିନ ତଳେ ତାଙ୍କୁ ହଠାତ୍ ପଦରୁ ହଟାଇ ଏକ ମାସ ଛୁଟି ଦିଆଯାଇଥିଲା। ଛୁଟି ସରିବା ପରେ ଏବେ ସରକାର ତାଙ୍କୁ ଏହି ନୂଆ ନିଯୁକ୍ତି ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.6 ° C
    29.6 °
    29.6 °
    53 %
    1.6kmh
    2 %
    Sun
    30 °
    Mon
    30 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ