Sunday, February 22, 2026
19 C
Odisha

    ଆଦର୍ଶ ଆଚରଣ ଵିଧି ଉଲ୍ଲଂଘନ: ମିଶନଶକ୍ତିର ୨ ସିଆରପିଙ୍କୁ ନିଲମ୍ବନ କଲେ ଜିଲ୍ଲାପାଳ

    ଆଗକୁ ପଢନ୍ତୁ

    କେନ୍ଦ୍ରାପଡ଼ା: ଆଦର୍ଶ ଆଚରଣ ଵିଧି ଉଲ୍ଲଂଘନ ଅଭିଯୋଗରେ ମିଶନଶକ୍ତିର ଦୁଇ ଜଣ ସିଆରପିଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ ନିଲମ୍ବିତ କରିଛନ୍ତି । ମହାକାଳପଡ଼ା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତାଳସଙ୍ଗା ପଞ୍ଚାୟତରେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ରୋଡ଼ ସୋ ଓ ଶକ୍ତି ପ୍ରଦର୍ଶନ ସମୟରେ ଅଭିଯୁକ୍ତମାନେ ନିର୍ବ‌ାଚନ ଆଚରଣ ବିଧି ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଥିଲା। ଏଥିରେ ସିଆରପି ନର୍ମଦା ବସନ୍ତିଆ ଓ ପୁଷ୍ପାଞ୍ଜଳୀ ମହାନ୍ତି ଅତନୁଙ୍କୁ ପୁଷ୍ପଗୁଚ୍ଛ ଦେବା ସହ ହୁଳହୁଳି ପକାଇ ଥିଲେ । ଏହି ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ କରାଯାଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    19 ° C
    19 °
    19 °
    46 %
    1.1kmh
    31 %
    Sun
    34 °
    Mon
    35 °
    Tue
    34 °
    Wed
    34 °
    Thu
    34 °

    ସମ୍ବନ୍ଧିତ