Saturday, July 27, 2024
24.6 C
Odisha

    ଆଦର୍ଶ ଆଚରଣ ଵିଧି ଉଲ୍ଲଂଘନ: ମିଶନଶକ୍ତିର ୨ ସିଆରପିଙ୍କୁ ନିଲମ୍ବନ କଲେ ଜିଲ୍ଲାପାଳ

    ଆଗକୁ ପଢନ୍ତୁ

    କେନ୍ଦ୍ରାପଡ଼ା: ଆଦର୍ଶ ଆଚରଣ ଵିଧି ଉଲ୍ଲଂଘନ ଅଭିଯୋଗରେ ମିଶନଶକ୍ତିର ଦୁଇ ଜଣ ସିଆରପିଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ ନିଲମ୍ବିତ କରିଛନ୍ତି । ମହାକାଳପଡ଼ା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତାଳସଙ୍ଗା ପଞ୍ଚାୟତରେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ରୋଡ଼ ସୋ ଓ ଶକ୍ତି ପ୍ରଦର୍ଶନ ସମୟରେ ଅଭିଯୁକ୍ତମାନେ ନିର୍ବ‌ାଚନ ଆଚରଣ ବିଧି ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଥିଲା। ଏଥିରେ ସିଆରପି ନର୍ମଦା ବସନ୍ତିଆ ଓ ପୁଷ୍ପାଞ୍ଜଳୀ ମହାନ୍ତି ଅତନୁଙ୍କୁ ପୁଷ୍ପଗୁଚ୍ଛ ଦେବା ସହ ହୁଳହୁଳି ପକାଇ ଥିଲେ । ଏହି ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ କରାଯାଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.6 ° C
    24.6 °
    24.6 °
    94 %
    4.3kmh
    100 %
    Sat
    25 °
    Sun
    29 °
    Mon
    30 °
    Tue
    30 °
    Wed
    28 °

    ସମ୍ବନ୍ଧିତ