Friday, January 30, 2026
17.9 C
Odisha

    ରାଜନୀତିରୁ ସନ୍ୟାସ ଘୋଷଣା କଲେ ଭିକେ ପାଣ୍ଡିଆନ୍: ବିଜେଡିର ପରାଜୟ ପାଇଁ ମାଗିଲେ କ୍ଷମା

    ଆଗକୁ ପଢନ୍ତୁ

    ରାଜନୀତିରୁ ସନ୍ୟାସ ଘୋଷଣା କଲେ ଭିକେ ପାଣ୍ଡିଆନ୍ । ବିଜୁ ଜନତା ଦଳର ପରାଜୟ ପାଇଁ ମାଗିଲେ କ୍ଷମା । କହିଲେ, ମୋ ବିରୋଧରେ ପ୍ରଚାର, ଦଳକୁ କ୍ଷତି ପହଞ୍ଚାଇଥିବାରୁ ମୁଁ ଦୁଃଖିତ । ହାତ ଯୋଡି ବିଜୁ ଜନତା ଦଳର କର୍ମୀଙ୍କୁ ମାଗିଲେ କ୍ଷମା । ଭିଡିଓ ବାର୍ତ୍ତା କରି ସେ ରାଜନୀତିରୁ ସନ୍ୟାସ ନେଇ ଘୋଷଣା କରିଛନ୍ତି ।ପାଣ୍ଡିଆଅନ କହିଛନ୍ତି, ମୁଁ ରାଜନୀତିକୁ ଆସିଥିଲି କେବଳ ମୋ ଗୁରୁ ନବୀନ ପଟ୍ଟନାୟକଙ୍କ ସାହାର୍ଯ୍ୟ କରିବାକୁ । ମୁଁ ଦଳର କୌଣସି ପଦବୀରେ ବି ନଥିଲି, କି ପ୍ରାର୍ଥୀ ବି ହୋଇନଥିଲି । ମୁଁ ରାଜନୀତି ଭିତରେ ଯାହା ବି କାମ କରିଛି କେବଳ ଓଡିଶା ଆଉ ନବୀନ ପଟ୍ଟନାୟକଙ୍କ ପାଇଁ । ଚାକିରି କ୍ୟାରିୟରରେ ଭିତରେ ମୋ ପୈତୃକ ସମ୍ପତ୍ତି ଛଡା ସାରା ବିଶ୍ୱରେ ମୋର କେଉଁଠି ବି ସମ୍ପତ୍ତି ନାହିଁ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    17.9 ° C
    17.9 °
    17.9 °
    65 %
    2.1kmh
    45 %
    Thu
    17 °
    Fri
    31 °
    Sat
    32 °
    Sun
    32 °
    Mon
    33 °

    ସମ୍ବନ୍ଧିତ