Thursday, May 28, 2026
33.3 C
Odisha

    ରାଜନୀତିରୁ ସନ୍ୟାସ ଘୋଷଣା କଲେ ଭିକେ ପାଣ୍ଡିଆନ୍: ବିଜେଡିର ପରାଜୟ ପାଇଁ ମାଗିଲେ କ୍ଷମା

    ଆଗକୁ ପଢନ୍ତୁ

    ରାଜନୀତିରୁ ସନ୍ୟାସ ଘୋଷଣା କଲେ ଭିକେ ପାଣ୍ଡିଆନ୍ । ବିଜୁ ଜନତା ଦଳର ପରାଜୟ ପାଇଁ ମାଗିଲେ କ୍ଷମା । କହିଲେ, ମୋ ବିରୋଧରେ ପ୍ରଚାର, ଦଳକୁ କ୍ଷତି ପହଞ୍ଚାଇଥିବାରୁ ମୁଁ ଦୁଃଖିତ । ହାତ ଯୋଡି ବିଜୁ ଜନତା ଦଳର କର୍ମୀଙ୍କୁ ମାଗିଲେ କ୍ଷମା । ଭିଡିଓ ବାର୍ତ୍ତା କରି ସେ ରାଜନୀତିରୁ ସନ୍ୟାସ ନେଇ ଘୋଷଣା କରିଛନ୍ତି ।ପାଣ୍ଡିଆଅନ କହିଛନ୍ତି, ମୁଁ ରାଜନୀତିକୁ ଆସିଥିଲି କେବଳ ମୋ ଗୁରୁ ନବୀନ ପଟ୍ଟନାୟକଙ୍କ ସାହାର୍ଯ୍ୟ କରିବାକୁ । ମୁଁ ଦଳର କୌଣସି ପଦବୀରେ ବି ନଥିଲି, କି ପ୍ରାର୍ଥୀ ବି ହୋଇନଥିଲି । ମୁଁ ରାଜନୀତି ଭିତରେ ଯାହା ବି କାମ କରିଛି କେବଳ ଓଡିଶା ଆଉ ନବୀନ ପଟ୍ଟନାୟକଙ୍କ ପାଇଁ । ଚାକିରି କ୍ୟାରିୟରରେ ଭିତରେ ମୋ ପୈତୃକ ସମ୍ପତ୍ତି ଛଡା ସାରା ବିଶ୍ୱରେ ମୋର କେଉଁଠି ବି ସମ୍ପତ୍ତି ନାହିଁ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    33.3 ° C
    33.3 °
    33.3 °
    49 %
    1.3kmh
    8 %
    Thu
    44 °
    Fri
    43 °
    Sat
    42 °
    Sun
    41 °
    Mon
    41 °

    ସମ୍ବନ୍ଧିତ