Saturday, October 10, 2026
21.6 C
Odisha

    କାର୍ଯ୍ୟରେ ଅବହେଳା ଯୋଗୁଁ ଗଞ୍ଜାମର ୩ ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଗଞ୍ଜାମର ୩ ଜଣ ପ୍ରିଜାଇଡିଂ ଅଫିସରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ଗଞ୍ଜାମର ୩ ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ ନିର୍ଦ୍ଦେଶ । ଗଞ୍ଜାମ ଜିଲ୍ଲାପାଳଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଲେ ସିଇଓ । ୩ ଜଣଙ୍କ ମଧ୍ୟରୁ ୨ ଜଣଙ୍କୁ ଗିରଫ କରାଯିବ। ଛତ୍ରପୁର ୨୭ ନମ୍ବର ବୁଥ ପ୍ରିଜାଇଡିଂ ଅଫିସର ଗିରଫ ହେବେ । ୧୬୩ ନମ୍ବର ପୁଲିଂ ଷ୍ଟେସନର ପ୍ରିଜାଇଡିଂ ଅଫିସର ଗିରଫ ହେବେ । ସେହିପରି ଗୋପାଳପୁରର ୧୯୩ ନମ୍ବର ପୁଲିଂ ଷ୍ଟେସନ ପ୍ରିଜାଇଡିଂ ଅଫିସର ସସପେଣ୍ଡ ହେବେ । କାର୍ଯ୍ୟରେ ଗୁରୁତର ଅବହେଳା ଯୋଗୁଁ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ। ପୂର୍ବରୁ ୨ ଜଣ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦେଇଥିଲେ ସିଇଓ । ଗଞ୍ଜାମ ଜିଲ୍ଲାର ଚିକିଟିର ବୁଥ୍ ନମ୍ବର ୬୪ର ମାନସ ରଞ୍ଜନ ସେଠୀ । କଳାହାଣ୍ଡି ନର୍ଲାର ଏକ ପୋଲିଂ ଅଧିକାରୀ ତେଜାଂସୁ ସାହାଙ୍କୁ ସସପେଣ୍ଡ କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦେଶ ଦିଇଥିଲେ ମୁଖ୍ୟ ନିର୍ବାଚନ ଅଧିକାରୀ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    21.6 ° C
    21.6 °
    21.6 °
    83 %
    1kmh
    0 %
    Sat
    30 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ