Saturday, January 10, 2026
17.9 C
Odisha

    ଆଗାମୀ ୩ ଘଣ୍ଟା ପାଇଁ ୧୪ ଜିଲ୍ଲାକୁ ଚେତାବନୀ

    ଆଗକୁ ପଢନ୍ତୁ

    ଆଗାମୀ ୩ ଘଣ୍ଟା ପାଇଁ ୧୪ ଜିଲ୍ଲାକୁ ଚେତାବନୀ । ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ନୟାଗଡ଼, କନ୍ଧମାଳ, ନୂଆପଡ଼ା, ପୁରୀ, କଟକ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ମାଲକାନଗିରି, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଓ ରାୟଗଡ଼ା ଜିଲ୍ଲା ପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟରେ ଘର ନବାହାରି ସୁରକ୍ଷିତ ସ୍ଥାନରେ ରହିବାକୁ ପରାମର୍ଶ ଦିଆଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    17.9 ° C
    17.9 °
    17.9 °
    23 %
    1.5kmh
    99 %
    Sat
    26 °
    Sun
    28 °
    Mon
    29 °
    Tue
    29 °
    Wed
    29 °

    ସମ୍ବନ୍ଧିତ