Wednesday, June 10, 2026
35.5 C
Odisha

    ଆଗାମୀ ୩ ଘଣ୍ଟା ପାଇଁ ୧୪ ଜିଲ୍ଲାକୁ ଚେତାବନୀ

    ଆଗକୁ ପଢନ୍ତୁ

    ଆଗାମୀ ୩ ଘଣ୍ଟା ପାଇଁ ୧୪ ଜିଲ୍ଲାକୁ ଚେତାବନୀ । ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ନୟାଗଡ଼, କନ୍ଧମାଳ, ନୂଆପଡ଼ା, ପୁରୀ, କଟକ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ମାଲକାନଗିରି, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଓ ରାୟଗଡ଼ା ଜିଲ୍ଲା ପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟରେ ଘର ନବାହାରି ସୁରକ୍ଷିତ ସ୍ଥାନରେ ରହିବାକୁ ପରାମର୍ଶ ଦିଆଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    35.5 ° C
    35.5 °
    35.5 °
    35 %
    3.6kmh
    29 %
    Wed
    42 °
    Thu
    42 °
    Fri
    41 °
    Sat
    40 °
    Sun
    42 °

    ସମ୍ବନ୍ଧିତ