Wednesday, September 16, 2026
31.5 C
Odisha

    ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର,୨୫ା୨: ରାଜ୍ୟର କେତେକ ଅଞ୍ଚଳରେ ତାପମାତ୍ରା ହ୍ରାସ ପାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା ଏବଂ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ବାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏଥିସହ ଉତ୍ତର ଓଡ଼ିଶା, ସୁବର୍ଣ୍ଣପୁର, ବଲାଙ୍ଗିର, କନ୍ଧମାଳ, ବୌଦ୍ଧ, ନୟାଗଡ଼, ପୁରୀର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡ଼ି ସହ ସାମାନ୍ୟ ରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

    ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଯାଇଛି। ଖୋର୍ଦ୍ଧା ଜିଲାର ବାଣପୁରରେ ୧୧ ସେଣ୍ଟିମିଟର, ଗଞ୍ଜା ଜିଲ୍ଲାର ବେଲଗୁଣ୍ଠାଠାରେ ୧୦ ସେଣ୍ଟିମିଟର, ଚିଲିକାରେ ୫ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    31.5 ° C
    31.5 °
    31.5 °
    61 %
    2.2kmh
    39 %
    Wed
    31 °
    Thu
    31 °
    Fri
    30 °
    Sat
    31 °
    Sun
    30 °

    ସମ୍ବନ୍ଧିତ