Monday, April 6, 2026
23.4 C
Odisha

    ରାଜ୍ୟରେ ପୁଣି ବଢ଼ିବ ଶୀତ, ଅନେକ ସ୍ଥାନରେ କୁହୁଡ଼ି ଆଶଙ୍କା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର;ରାଜ୍ୟରେ ଆସନ୍ତାକାଲିଠୁ ପାଣିପାଗରେ ପରିବର୍ତ୍ତନ ଦେଖାଯିବ । ଏଥିସହ ବର୍ଷାରେ ବ୍ରେକ ମଧ୍ୟ ଲାଗିଛି। କାଲିଠୁ ପ୍ରବଳ ଜାଡ ଅନୁଭୂତ ହେବୋ ବଲି ପାଣିପାଗ ବିଭାଗ ଆକଳନ କରିଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଶୀତ ସହ ଘନ କୁହୁଡ଼ି ଅସ୍ତବ୍ୟସ୍ତ କରିବ।ଉତ୍ତର-ପଶ୍ଚିମ ଦିଗରୁ ଓଡ଼ିଶାକୁ ବହୁଛି ଥଣ୍ଡା ଶୁଷ୍କ ପବନ । ଏହାରି ପ୍ରଭାବରେ ଦୁଇଦିନ ମଧ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ। ଆଭ୍ୟନ୍ତରୀଣ ଓଡିଶାରେ ଶୀତ ଲହରୀ ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ପ୍ରବଳ ଜାଡ ନେଇ ସୁନ୍ଦରଗଡ, ଦେବଗଡ଼, କେନ୍ଦୁଝର, ଅନୁଗୁଳ ଓ ଝାରସୁଗୁଡାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ଘନ କୁହୁଡି ନେଇ ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାକୁ ସତର୍କ କରାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.4 ° C
    23.4 °
    23.4 °
    69 %
    1.1kmh
    3 %
    Mon
    38 °
    Tue
    35 °
    Wed
    37 °
    Thu
    37 °
    Fri
    37 °

    ସମ୍ବନ୍ଧିତ