Wednesday, October 23, 2024
21.7 C
Odisha

    ଆସନ୍ତା କାଲି ଏହିସବୁ ଜିଲ୍ଲାରେ ଦେଖାଦେବ ଘନ କୁହୁଡି

    ଆଗକୁ ପଢନ୍ତୁ

    ଘନ କୁହୁଡିକୁ ନେଇ ଚାରିଆଡେ ଦୁର୍ଘଟଣା ଘଟୁଥିବା ବେଳେ ଏହାକୁ ନେଇ ରାଜ୍ୟ ସରକାର ସତର୍କ ସୂଚନା ଜାରି କରିଛନ୍ତି । ସୂଚନା ମୁତାବକ ଆସନ୍ତା କାଲି ସକାଳ ୮.୩୦ ପର୍ଯ୍ୟନ୍ତ ମାଲକାନାଗିରି, କୋରାପୁଟ, କନ୍ଧମାଳ, ନବରଙ୍ଗପୁର, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ପୁରୀ, ଢେଙ୍କାନାଳ, ସୋନପୁର ଓ ସମ୍ବଲପୁର ଜିଲ୍ଲାରେ କୁହୁଡି ରହିବ । ସେହିଭଳି ଆସନ୍ତାକାଲି ଓ ୫ ତାରିଖ ସକାଳ ୮.୩୦ ପର୍ଯ୍ୟନ୍ତ ଅନୁଗୁଳ, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କଟକ, ନୟାଗଡ, ଖୋର୍ଦ୍ଧା, କନ୍ଧମାନ, କଳାହାଣ୍ଡି, ରାୟଗଡା, କୋରାପୁଟ, ମାଲକାନାଗିରି, ଗଜପତି, ଗଞ୍ଜାମ ଓ ନୟାଗଡ ଜିଲ୍ଲାରେ କୁହୁଡି ରହିବ । ୫ ତାରିଖ ଓ ୬ ତାରିଖ ଦୁଇଦିନ ଧରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ମୟୁରଭଞ୍ଜ, ଖୋର୍ଦ୍ଧା , ପୁରୀ, ଅନୁଗୁଳ, କନ୍ଧମାଳ, ରାୟଗଡା, କୋରାପୁଟ, ମାଲକାନାଗିରି, ଗଜପତି, ଗଞ୍ଜାମ ଓ ନୟାଗଡ ଜିଲ୍ଲାରେ ମଧ୍ୟ କୁୁହୁଡି ଦେଖାଦେବ । ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    21.7 ° C
    21.7 °
    21.7 °
    69 %
    1.8kmh
    100 %
    Wed
    22 °
    Thu
    25 °
    Fri
    26 °
    Sat
    25 °
    Sun
    22 °

    ସମ୍ବନ୍ଧିତ