Wednesday, October 7, 2026
27.2 C
Odisha

    ଆସ୍କାରେ ନିର୍ବାଚନ ପରବର୍ତ୍ତୀ ହିଂସା: ଯୁବକଙ୍କୁ ପିଟିପିଟି ମାରିଦେଲେ

    ଆଗକୁ ପଢନ୍ତୁ

    ଆସ୍କା: ଆସ୍କାରେ ନିର୍ବାଚନ ପରବର୍ତ୍ତୀ ହିଂସା। ଧରାକୋଟ ଥାନାର ସୁନ୍ଦିପଲ୍ଲୀ ଗାଁରେ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖିବାକୁ ମିଳିଥିଲା। ଗାଁର ଯୁବକ ମିଟୁ ବିଶୋୟୀଙ୍କୁ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏପରିକି ମିଟୁଙ୍କ ମୁଣ୍ଡ ଓ ଗୋଡ଼କୁ ହଣା ଯାଇଥିବା ଦାଗ ରହିଛି। ଘଟଣାସ୍ଥଳରେ ବଡ଼ଗଡ଼ ପୁଲିସ ଓ ଧରାକୋଟ ପୁଲିସ ପହଞ୍ଚି ଶବ ଜବତ କରି ତଦନ୍ତ ଜାରି ରଖିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    27.2 ° C
    27.2 °
    27.2 °
    82 %
    0.6kmh
    37 %
    Wed
    25 °
    Thu
    30 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ