Thursday, April 9, 2026
25.9 C
Odisha

    ଅଜଣା ଗାଡି ଧକ୍କାରେ ଯୁବକ ମୃତ: କ୍ଷତିପୂରଣ ଦାବୀରେ ଉତ୍ୟକ୍ତ ଗ୍ରାମବାସୀଙ୍କ ରାସ୍ତାରୋକ

    ଆଗକୁ ପଢନ୍ତୁ

    ସୁକିନ୍ଦା: ସୁକିନ୍ଦା ଡୁବୁରୀ ୫୩ ନଂ ଜାତୀୟ ରାଜପଥର କୋଣାର୍କ ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ଜାମୁପଶି ଗାଁର ପ୍ରତାପ ମଳିକ।ମୃତକଙ୍କ ମୃତଦେହକୁ ରାସ୍ତା ଉପରେ ରଖି କ୍ଷତିପୂରଣ ଦାବୀରେ ଉତ୍ୟକ୍ତ ଗ୍ରାମବାସୀଙ୍କ ରାସ୍ତାରୋକ କରିଛନ୍ତି। ଘଟଣାସ୍ଥଳରେ ପୋଲିସ ପ୍ରଶାସନ ଉପସ୍ଥିତ ରହି ଉତ୍ୟକ୍ତ ଗ୍ରାମବାସୀଙ୍କୁ ବୁଝାସୁଝା କରୁଛନ୍ତି।।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.9 ° C
    25.9 °
    25.9 °
    57 %
    0.6kmh
    100 %
    Thu
    37 °
    Fri
    37 °
    Sat
    38 °
    Sun
    41 °
    Mon
    42 °

    ସମ୍ବନ୍ଧିତ